Job 21:34 — Compare Translations

5 translations compared side by side

Odia - 1840
"ତେଣୁ ତୁମ୍ଭେ ମାେତେ ତୁମ୍ଭର ବୃଥା କଥା ରେ ସାନ୍ତ୍ବନା ଦଇେ ପାରିବ ନାହିଁ। ତୁମ୍ଭର ସମସ୍ତ ଉତ୍ତରଗୁଡ଼ିକ ଭୁଲ୍ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ କିପରି ତୁମ୍ଭେମାନେ ମୋତେ ବୃଥାରେ ସାନ୍ତ୍ଵନା ଦେଉଅଛ, ତୁମ୍ଭମାନଙ୍କ ଉତ୍ତରରେ ତ କେବଳ ମିଥ୍ୟା ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ତୁମ୍ଭେ ମୋତେ ତୁମ୍ଭର ବୃଥା କଥାରେ ସାନ୍ତ୍ୱନା ଦେଇ ପାରିବ ନାହିଁ। ତୁମ୍ଭର ସମସ୍ତ ଉତ୍ତରଗୁଡ଼ିକ ଭୁଲ୍ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ କିପରି ତୁମ୍ଭେମାନେ ମୋତେ ବୃଥାରେ ସାନ୍ତ୍ୱନା ଦେଉଅଛ, ତୁମ୍ଭମାନଙ୍କ ଉତ୍ତରରେ ତ କେବଳ ମିଥ୍ୟା ଥାଏ।”
Odia IRV 2017 (ଓଡିଆ ବାଇବେଲ)
ତେବେ କିପରି ତୁମ୍ଭେମାନେ ମୋତେ ବୃଥାରେ ସାନ୍ତ୍ୱନା ଦେଉଅଛ, ତୁମ୍ଭମାନଙ୍କ ଉତ୍ତରରେ ତ କେବଳ ମିଥ୍ୟା ଥାଏ।”