Job 21:4 — Compare Translations

5 translations compared side by side

Odia - 1840
"ମୁଁ ଲୋକମାନଙ୍କ ବିରୁଦ୍ଧ ରେ ଅଭିଯୋଗ କରୁ ନାହିଁ। ଏହାର ମଧ୍ଯ ଏକ ନିର୍ଦ୍ଦିଷ୍ଟ କାରଣ ଅଛି କାହିଁକି ମୁଁ ର୍ଧୈୟ୍ଯ ଧରିପାରୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଗୁହାରି କʼଣ ମନୁଷ୍ୟ ନିକଟରେ? ତେବେ ମୁଁ କାହିଁକି ଅଧୈର୍ଯ୍ୟ ନୋହିବି?
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଲୋକମାନଙ୍କ ବିରୁଦ୍ଧରେ ଅଭିଯୋଗ କରୁ ନାହିଁ। ଏହାର ମଧ୍ୟ ଏକ ନିର୍ଦ୍ଦିଷ୍ଟ କାରଣ ଅଛି କାହିଁକି ମୁଁ ଧୈର୍ଯ୍ୟ ଧରିପାରୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଗୁହାରି କʼଣ ମନୁଷ୍ୟ ନିକଟରେ? ତେବେ ମୁଁ କାହିଁକି ଅଧୈର୍ଯ୍ୟ ନୋହିବି?
Odia IRV 2017 (ଓଡିଆ ବାଇବେଲ)
ମୋ’ ଗୁହାରି କ’ଣ ମନୁଷ୍ୟ ନିକଟରେ? ତେବେ ମୁଁ କାହିଁକି ଅଧୈର୍ଯ୍ୟ ନୋହିବି?