Job 21:5 — Compare Translations

5 translations compared side by side

Odia - 1840
"ତୁମ୍ଭେ ମାେତେ ଦେଖ ଓ ସ୍ତମ୍ଭିତ ହୁଅ। ତୁମ୍ଭ ମୁହଁ ରେ ତୁମ୍ଭେ ହାତ ଦଇେ ମାେତେ ଚକିତ ହାଇେ ଚାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋତେ ନିରୀକ୍ଷଣ କରି ଚମତ୍କୃତ ହୁଅ ଓ ତୁମ୍ଭମାନଙ୍କ ମୁଖରେ ଆପଣା ଆପଣା ହାତ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋତେ ଦେଖ ଓ ସ୍ତମ୍ଭିତ ହୁଅ। ତୁମ୍ଭ ମୁହଁରେ ତୁମ୍ଭେ ହାତ ଦେଇ ମୋତେ ଚକିତ ହୋଇ ଗ୍ଭହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋତେ ନିରୀକ୍ଷଣ କରି ଚମତ୍କୃତ ହୁଅ ଓ ତୁମ୍ଭମାନଙ୍କ ମୁଖରେ ଆପଣା ଆପଣା ହାତ ଦିଅ।
Odia IRV 2017 (ଓଡିଆ ବାଇବେଲ)
ମୋତେ ନିରୀକ୍ଷଣ କରି ଚମତ୍କୃତ ହୁଅ ଓ ତୁମ୍ଭମାନଙ୍କ ମୁଖରେ ଆପଣା ଆପଣା ହାତ ଦିଅ।