Job 21:7 — Compare Translations
5 translations compared side by side
Odia - 1840
"କାହିଁକି ଦୁଷ୍ଟ ଲୋକ ବେଶୀଦିନ ବଞ୍ଚନ୍ତି। କାହିଁକି ସମାନେେ ବଢ଼ନ୍ତି ଏବଂ ସଫଳତା ଅର୍ଜନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟମାନେ କାହିଁକି ଜୀବିତ ଥାʼନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
କାହିଁକି ଦୁଷ୍ଟ ଲୋକ ବେଶୀଦିନ ବଞ୍ଚନ୍ତି? କାହିଁକି ସେମାନେ ବଢ଼ନ୍ତି ଏବଂ ସଫଳତା ଅର୍ଜ୍ଜନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟମାନେ କାହିଁକି ଜୀବିତ ଥାʼନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି?
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟମାନେ କାହିଁକି ଜୀବିତ ଥା’ନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି?