Job 21:8 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଦେଖନ୍ତି ତାଙ୍କର ପିଲାମାନେ ତାଙ୍କ ସହିତ ବଢ଼ନ୍ତି, ସମାନେେ ବଞ୍ଚନ୍ତି ତାଙ୍କ ନାତି-ନାତୁଣୀ ଦେଖିବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ବଂଶ ସେମାନଙ୍କ ସଙ୍ଗେ ସେମାନଙ୍କ ସାକ୍ଷାତରେ ଓ ସେମାନଙ୍କ ସନ୍ତାନସନ୍ତତି ସେମାନଙ୍କ ଦୃଷ୍ଟିଗୋଚରରେ ସ୍ଥିରୀକୃତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଦେଖନ୍ତି ତାଙ୍କର ପିଲାମାନେ ତାଙ୍କ ସହିତ ବଢ଼ନ୍ତି, ସେମାନେ ବଞ୍ଚନ୍ତି ତାଙ୍କ ନାତି-ନାତୁଣୀ ଦେଖିବା ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ବଂଶ ସେମାନଙ୍କ ସଙ୍ଗେ ସେମାନଙ୍କ ସାକ୍ଷାତରେ ଓ ସେମାନଙ୍କ ସନ୍ତାନସନ୍ତତି ସେମାନଙ୍କ ଦୃଷ୍ଟିଗୋଚରରେ ସ୍ଥିରୀକୃତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ବଂଶ ସେମାନଙ୍କ ସଙ୍ଗେ ସେମାନଙ୍କ ସାକ୍ଷାତରେ ଓ ସେମାନଙ୍କ ସନ୍ତାନସନ୍ତତି ସେମାନଙ୍କ ଦୃଷ୍ଟିଗୋଚରରେ ସ୍ଥିରୀକୃତ ହୁଅନ୍ତି।