Job 22:10 — Compare Translations

5 translations compared side by side

Odia - 1840
"ବୋଧହୁଏ ସେଥିପାଇଁ ତୁମ୍ଭ ଚାରି କଡ଼ ରେ ଫାନ୍ଦ ବସାୟାଇଛି ଓ ହଠାତ୍ ବିପଦ ପଡ଼ିବାରୁ ତୁମ୍ଭେ ଭୟଭୀତ ହାଇେ ପଡ଼ିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ବୋଧହୁଏ ସେଥିପାଇଁ ତୁମ୍ଭ ଗ୍ଭରି କଡ଼ରେ ଫାନ୍ଦ ବସାଯାଇଛି ଓ ହଠାତ୍ ବିପଦ ପଡ଼ିବାରୁ ତୁମ୍ଭେ ଭୟଭୀତ ହୋଇ ପଡ଼ିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି।