Job 22:11 — Compare Translations
5 translations compared side by side
Odia - 1840
"ଏହି କାରଣ ପାଇଁ ଏତେ ଅନ୍ଧକାର ଘୋଟିଛି ଯେ, ତୁମ୍ଭେ କିଛି ଦେଖି ପାରୁନାହଁ, କାହିଁକି? ତୁମ୍ଭେ ପ୍ରବଳ ବନ୍ଯାଜଳ ରେ ଢ଼ାଙ୍କି ହାଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହି କାରଣ ପାଇଁ ଏତେ ଅନ୍ଧକାର ଘଟିଛି ଯେ, ତୁମ୍ଭେ କିଛି ଦେଖି ପାରୁ ନାହଁ, କାହିଁକି ତୁମ୍ଭେ ପ୍ରବଳ ବନ୍ୟାଜଳରେ ଢାଙ୍କି ହୋଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି।