Job 22:12 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ନିବାସସ୍ଥାନ ସ୍ବର୍ଗର ସବୁଠୁ ଉର୍ଦ୍ଧ ରେ ନୁହଁ କି? ଦେଖ ନକ୍ଷତ୍ରଗଣ ମଧ୍ଯ କେତେ ଉଚ୍ଚ ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର କʼଣ ଉଚ୍ଚତମ ସ୍ଵର୍ଗରେ ନାହାନ୍ତି? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ!
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱରଙ୍କ ନିବାସସ୍ଥାନ ସ୍ୱର୍ଗର ସବୁଠୁ ଊର୍ଦ୍ଧ୍ୱରେ ନୁହଁ କି? ଦେଖ ନକ୍ଷତ୍ରଗଣ ମଧ୍ୟ କେତେ ଉଚ୍ଚରେ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର କʼଣ ଉଚ୍ଚତମ ସ୍ୱର୍ଗରେ ନାହାନ୍ତି? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ!
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର କ’ଣ ଉଚ୍ଚତମ ସ୍ୱର୍ଗରେ ନାହାନ୍ତି? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ!