Job 22:14 — Compare Translations

5 translations compared side by side

Odia - 1840
"ଘନ ବାଦଲ ପରମେଶ୍ବରଙ୍କୁ ଆମ୍ଭଠାରୁ ଲୁଚାଇ ରେଖ, ତେଣୁ ସେ ଆମ୍ଭକୁ ଦେଖିପାରନ୍ତି ନାହିଁ। ସେ ଆକାଶ ସୀମାର ଉପରେ ଚାଲି ପାରନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ ଓ ସେ ଆକାଶମଣ୍ତଳରେ ଗମନାଗମନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଘନ ବାଦଲ ପରମେଶ୍ୱରଙ୍କୁ ଆମ୍ଭଠାରୁ ଲୁଗ୍ଭଇ ରଖେ, ତେଣୁ ସେ ଆମ୍ଭକୁ ଦେଖି ପାରନ୍ତି ନାହିଁ। ସେ ଆକାଶ ସୀମାର ଉପରେ ଗ୍ଭଲି ପାରନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ ଓ ସେ ଆକାଶମଣ୍ଡଳରେ ଗମନାଗମନ କରନ୍ତି।’
Odia IRV 2017 (ଓଡିଆ ବାଇବେଲ)
ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ ଓ ସେ ଆକାଶମଣ୍ଡଳରେ ଗମନାଗମନ କରନ୍ତି।