Job 22:16 — Compare Translations
5 translations compared side by side
Odia - 1840
"ସହେି ଦୁଷ୍ଟମାନେ ଧ୍ବଂସ ପାଇ ସାରିଛନ୍ତି। ସମାନଙ୍କେର ମୃତ୍ଯୁ ସମୟ ଆସିବା ପୂର୍ବରୁ। ସମାନେେ ବନ୍ଯା ରେ ଭାସି ୟାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଅକାଳରେ ଛିଣ୍ତାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲାନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟମାନେ ଧ୍ୱଂସ ପାଇ ସାରିଛନ୍ତି। ସେମାନଙ୍କର ମୃତ୍ୟୁ ସମୟ ଆସିବା ପୂର୍ବରୁ। ସେମାନେ ବନ୍ୟାରେ ଭାସି ଯାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଅକାଳରେ ଛିଣ୍ଡାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା;
Odia IRV 2017 (ଓଡିଆ ବାଇବେଲ)
ସେମାନେ ଅକାଳରେ ଛିଣ୍ଡାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା;