Job 22:17 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ପରମେଶ୍ବରଙ୍କୁ କହିଥିଲେ, 'ଆମ୍ଭକୁ ଏକା ଛାଡ଼ି ଦିଅ! ପରମେଶ୍ବର ସର୍ବଶକ୍ତିମାନ ଆମ୍ଭକୁ କିଛି କରିପାରନ୍ତି ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପରମେଶ୍ଵରଙ୍କୁ କହିଲେ, ଆମ୍ଭମାନଙ୍କ ନିକଟରୁ ଦୂର ହୁଅ ଓ ସର୍ବଶକ୍ତିମାନ ଆମ୍ଭମାନଙ୍କ ପାଇଁ କʼଣ କରି ପାରନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ପରମେଶ୍ୱରଙ୍କୁ କହିଥିଲେ, ‘ଆମ୍ଭକୁ ଏକା ଛାଡ଼ିଦିଅ! ପରମେଶ୍ୱର ସର୍ବଶକ୍ତିମାନ ଆମ୍ଭକୁ କିଛି କରି ପାରନ୍ତି ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ’ ଓ ‘ସର୍ବଶକ୍ତିମାନ ପରମେଶ୍ୱର ଆମ୍ଭମାନଙ୍କ ପାଇଁ କʼଣ କରିପାରନ୍ତି?’
Odia IRV 2017 (ଓଡିଆ ବାଇବେଲ)
ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ ଓ ସର୍ବଶକ୍ତିମାନ ପରମେଶ୍ଵର ଆମ୍ଭମାନଙ୍କ ପାଇଁ କ’ଣ କରି ପାରନ୍ତି?’