Job 22:18 — Compare Translations
5 translations compared side by side
Odia - 1840
"ୟଦ୍ଯପି ପରମେଶ୍ବର ସମାନଙ୍କେ ଗୃହ ରେ ଉତ୍ତମ ଦ୍ରବ୍ଯ ପୂର୍ଣ୍ଣ କରିଥିଲେ। ମୁଁ ସହେି ଦୁଷ୍ଟ ଲୋକଙ୍କ ଉପଦେଶ ମାନିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ; ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦ୍ୟପି ପରମେଶ୍ୱର ସେମାନଙ୍କ ଗୃହରେ ଉତ୍ତମ ଦ୍ରବ୍ୟ ପୂର୍ଣ୍ଣ କରିଥିଲେ। ମୁଁ ସେହି ଦୁଷ୍ଟ ଲୋକଙ୍କ ଉପଦେଶ ମାନିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ; ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ; ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ।