Job 22:2 — Compare Translations

5 translations compared side by side

Odia - 1840
"ପରମେଶ୍ବର କ'ଣ ଆମ୍ଭର ସାହାୟ୍ଯ ଆବଶ୍ଯକ କରନ୍ତି? ନା, ଏପରିକି ଜଣେ ଅତି ଜ୍ଞାନୀ ମଧ୍ଯ ପରମେଶ୍ବରଙ୍କ ପ୍ରତି ଦରକାରୀ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ କʼଣ ପରମେଶ୍ଵରଙ୍କ ପ୍ରତି ଲାଭଜନକ ହୋଇପାରେ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର କ’ଣ ଆମ୍ଭର ସାହାଯ୍ୟ ଆବଶ୍ୟକ କରନ୍ତି? ନା, ଏପରିକି ଜଣେ ଅତି ଜ୍ଞାନୀ ମଧ୍ୟ ପରମେଶ୍ୱରଙ୍କ ପ୍ରତି ଦରକାରୀ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମନୁଷ୍ୟ କʼଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ।
Odia IRV 2017 (ଓଡିଆ ବାଇବେଲ)
“ମନୁଷ୍ୟ କ’ଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ।