Job 22:20 — Compare Translations

5 translations compared side by side

Odia - 1840
"'ସତ ରେ ଆମ୍ଭ ଶତ୍ରୁମାନେ ଧ୍ବଂସ ହାଇେଛନ୍ତି। ଅଗ୍ନି ସମାନଙ୍କେ ସମ୍ପତ୍ତିକୁ ଜାଳି ଦଇେଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
‘ସତରେ ଆମ୍ଭ ଶତ୍ରୁମାନେ ଧ୍ୱଂସ ହୋଇଛନ୍ତି। ଅଗ୍ନି ସେମାନଙ୍କ ସମ୍ପତ୍ତିକୁ ଜାଳି ଦେଇଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି।’
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି।