Job 22:21 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ଆୟୁବ, ତୁମ୍ଭେ ପରମେଶ୍ବରଙ୍କ ନିକଟରେ ନିଜକୁ ସମର୍ପି ଦିଅ ତାଙ୍କ ସହିତ ଶାନ୍ତି ରେ ବାସ କର। ଏହା କଲେ ତୁମ୍ଭେ ଅନକେ ଭଲ ବସ୍ତୁ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ଵାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ବର୍ତ୍ତମାନ ଆୟୁବ, ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ନିଜକୁ ସମର୍ପି ଦିଅ ତାଙ୍କ ସହିତ ଶାନ୍ତିରେ ବାସ କର। ଏହା କଲେ ତୁମ୍ଭେ ଅନେକ ଭଲ ବସ୍ତୁ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ।