Job 22:22 — Compare Translations

5 translations compared side by side

Odia - 1840
"ତାହାଙ୍କ ଶିକ୍ଷା ଗ୍ରହଣ କର। ସେ ଯାହା କହୁଛନ୍ତି ତା' ପ୍ରତି ଧ୍ଯାନ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ଶିକ୍ଷା ଗ୍ରହଣ କର। ସେ ଯାହା କହୁଛନ୍ତି ତା’ ପ୍ରତି ଧ୍ୟାନ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର।
Odia IRV 2017 (ଓଡିଆ ବାଇବେଲ)
ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର।