Job 22:23 — Compare Translations
5 translations compared side by side
Odia - 1840
"ତୁମ୍ଭେ ପରମେଶ୍ବରଙ୍କ ନିକଟକୁ ଫରେିଆସ। ସର୍ବଶକ୍ତିମାନ ପରମେଶ୍ବର ତୁମ୍ଭକୁ ପୁନଃସ୍ଥାପନ କରିବେ। କିନ୍ତୁ ତୁମ୍ଭେ ତୁମ୍ଭର ଘରୁ ଦୁଷ୍ଟତା ଦୂର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେ ସର୍ବଶକ୍ତିମାନଙ୍କ ପ୍ରତି ଫେରିବ, ଯେବେ ଆପଣା ତମ୍ଵୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପରମେଶ୍ୱରଙ୍କ ନିକଟକୁ ଫେରି ଆସ। ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭକୁ ପୁନଃସ୍ଥାପନ କରିବେ। କିନ୍ତୁ ତୁମ୍ଭେ ତୁମ୍ଭର ଘରୁ ଦୁଷ୍ଟତା ଦୂର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ପ୍ରତି ଫେରିବ, ଯଦି ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ଵରଙ୍କ ପ୍ରତି ଫେରିବ, ଯଦି ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ।