Job 22:24 — Compare Translations
5 translations compared side by side
Odia - 1840
"ତୁମ୍ଭେ ତୁମ୍ଭର ସୁବର୍ଣ୍ଣକୁ ଧୂଳି ମାଟି ଛଡ଼ା କିଛି ନୁହେଁ ବୋଲି ଭାବ। ତୁମ୍ଭର ମୂଲ୍ଯବାନ ସୁନାକୁ ନଦୀର ପଥର ଖଣ୍ଡ ସଦୃଶ ବିଚାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇ ଦିଅ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭର ସୁବର୍ଣ୍ଣକୁ ଧୂଳି ମାଟି ଛଡ଼ା କିଛି ନୁହେଁ ବୋଲି ଭାବ। ତୁମ୍ଭର ମୂଲ୍ୟବାନ ସୁନାକୁ ନଦୀର ପଥର ଖଣ୍ଡ ସଦୃଶ ବିଗ୍ଭର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇଦିଅ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇ ଦିଅ;