Job 22:25 — Compare Translations

5 translations compared side by side

Odia - 1840
"ତୁମ୍ଭର ସୁବର୍ଣ୍ଣ ସହେି ସର୍ବଶକ୍ତିମାନ ପରମେଶ୍ବର ଅଟନ୍ତି। ସେ ତୁମ୍ଭର ମୂଲ୍ଯବାନ ରୂପା ସଦୃଶ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ଵରୂପ ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ଵରୂପ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସୁବର୍ଣ୍ଣ ସେହି ସର୍ବଶକ୍ତିମାନ ପରମେଶ୍ୱର ଅଟନ୍ତି। ସେ ତୁମ୍ଭର ମୂଲ୍ୟବାନ ରୂପା ସଦୃଶ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ୱରୂପ ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ୱରୂପ ହେବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ୱରୂପ ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ୱରୂପ ହେବେ।