Job 22:26 — Compare Translations

5 translations compared side by side

Odia - 1840
"ତା'ପରେ ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ବରଙ୍କୁ ଉପ ଭୋଗ କର। ସମାନେେ ତା'ପରେ ପରମେଶ୍ବରଙ୍କୁ ଅନାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କ-ଠାରେ ଆନନ୍ଦ କରିବ ଓ ପରମେଶ୍ଵରଙ୍କ ଆଡ଼େ ଆପଣା ମୁଖ ଟେକିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ୱରଙ୍କୁ ଉପଭୋଗ କର। ସେମାନେ ତା’ପରେ ପରମେଶ୍ୱରଙ୍କୁ ଅନାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ।