Job 22:28 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ କିଛି କରିବାକୁ ସ୍ଥିର କରିଛ, ନିଶ୍ଚଯ ତାହା ସଫଳ ହବେ। ତା' ହେଲେ ପ୍ରକୃତ ରେ ତୁମ୍ଭର ଭବିଷ୍ଯତ ଉଜ୍ଜଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ କିଛି କରିବାକୁ ସ୍ଥିର କରିଛ, ନିଶ୍ଚୟ ତାହା ସଫଳ ହେବ। ତା’ହେଲେ ପ୍ରକୃତରେ ତୁମ୍ଭର ଭବିଷ୍ୟତ ଉଜ୍ଜ୍ୱଳ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ।