Job 22:29 — Compare Translations

5 translations compared side by side

Odia - 1840
"ପରମେଶ୍ବର ଗର୍ବୀ ଲୋକକୁ ଲଜ୍ଜିତ କରାନ୍ତି। କିନ୍ତୁ ନମ୍ର ଲୋକକୁ ସାହାୟ୍ଯ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ ଓ ସେ ନମ୍ର ଲୋକକୁ ରକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଗର୍ବୀ ଲୋକକୁ ଲଜ୍ଜିତ କରାନ୍ତି। କିନ୍ତୁ ନମ୍ର ଲୋକକୁ ସାହାଯ୍ୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ କାରଣ ପରମେଶ୍ୱର ନମ୍ର ଲୋକକୁ ରକ୍ଷା କରିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ କାରଣ ପରମେଶ୍ଵର ନମ୍ର ଲୋକକୁ ରକ୍ଷା କରିବେ।