Job 22:3 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯେ ଜଣେ ଧାର୍ମିକ ଅଟ ଏହା କ'ଣ ପରମେଶ୍ବରଙ୍କ ସୁଖର କାରଣ ଅଟେ? ନାଁ, ତାଦ୍ବାରା ସର୍ବଶକ୍ତିମାନ ପରମେଶ୍ବର କ'ଣ କିଛି ଲାଭ ପାଆନ୍ତି ଯଦି ତୁମ୍ଭେ ତାଙ୍କୁ ଅନୁସରଣ କର। ନାଁ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେ ଧାର୍ମିକ ଅଟ, ଏହା କʼଣ ସର୍ବଶକ୍ତିମାନଙ୍କ ସୁଖର କାରଣ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କʼଣ ତାହାଙ୍କ ପ୍ରତି ଲାଭଜନକ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେ ଜଣେ ଧାର୍ମିକ ଅଟ ଏହା କ’ଣ ପରମେଶ୍ୱରଙ୍କ ସୁଖର କାରଣ ଅଟେ? ତା’ଦ୍ୱାରା ସର୍ବଶକ୍ତିମାନ ପରମେଶ୍ୱର କ’ଣ କିଛି ଲାଭ ପାଆନ୍ତି ଯଦି ତୁମ୍ଭେ ତାଙ୍କୁ ଅନୁସରଣ କର?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେ ଧାର୍ମିକ ଅଟ, ଏହା କʼଣ ସର୍ବଶକ୍ତିମାନଙ୍କ ସୁଖର କାରଣ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କʼଣ ତାହାଙ୍କ ପ୍ରତି ଲାଭଜନକ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେ ଧାର୍ମିକ ଅଟ, ଏହା କ’ଣ ସର୍ବଶକ୍ତିମାନଙ୍କ ସୁଖର କାରଣ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କ’ଣ ତାହାଙ୍କ ପ୍ରତି ଲାଭଜନକ?