Job 22:30 — Compare Translations

5 translations compared side by side

Odia - 1840
"ୟିଏ ନିରୀହ ନୁହେଁ ତାକୁ ମଧ୍ଯ ସେ ଉଦ୍ଧାର କରନ୍ତି। ଏହିପରି ଜଣେ ଲୋକ ଉଦ୍ଧାର ହବେ କାରଣ ତୁମ୍ଭର ହସ୍ତ ରୁଦ୍ଧ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ଵାରା ସେ ଉଦ୍ଧାର ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଯିଏ ନିରୀହ ନୁହେଁ ତାକୁ ମଧ୍ୟ ସେ ଉଦ୍ଧାର କରନ୍ତି। ଏହିପରି ଜଣେ ଲୋକ ଉଦ୍ଧାର ହେବ କାରଣ ତୁମ୍ଭର ହସ୍ତ ଶୁଦ୍ଧ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ୱାରା ସେ ଉଦ୍ଧାର ପାଇବ।”
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ୱାରା ସେ ଉଦ୍ଧାର ପାଇବ।”