Job 22:4 — Compare Translations
5 translations compared side by side
Odia - 1840
"ଏହା କ'ଣ ତାଙ୍କ ପ୍ରତି ଭୟ କାରଣରୁ ପରମେଶ୍ବର ତୁମ୍ଭ ବିରୁଦ୍ଧ ରେ ଅଭିଯୋଗ କଲେ କି? ଏହା କ'ଣ ସେ କାରଣ ଯେ ତୁମ୍ଭେ ତାଙ୍କୁ ଉପାସନା କର?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କʼଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ଏହା କ’ଣ ତାଙ୍କ ପ୍ରତି ଭୟ କାରଣରୁ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଭିଯୋଗ କଲେ କି? ଏହା କ’ଣ ସେ କାରଣ ଯେ ତୁମ୍ଭେ ତାଙ୍କୁ ଉପାସନା କର?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କʼଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କ’ଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି?