Job 22:5 — Compare Translations

5 translations compared side by side

Odia - 1840
"ନା, ଏହାର କାରଣ ତୁମ୍ଭେ ଅତ୍ଯଧିକ ପାପ କରିଛ। ତୁମ୍ଭେ କବେେ ନିବୃତ୍ତ ରହି ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଦୁଷ୍ଟତା କʼଣ ବଡ଼ ନୁହେଁ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ନା, ଏହାର କାରଣ ତୁମ୍ଭେ ଅତ୍ୟଧିକ ପାପ କରିଛ। ତୁମ୍ଭେ କେବେ ନିବୃତ୍ତ ରହି ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଦୁଷ୍ଟତା କʼଣ ବଡ଼ ନୁହେଁ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଦୁଷ୍ଟତା କ’ଣ ବଡ଼ ନୁହେଁ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ।