Job 22:6 — Compare Translations

5 translations compared side by side

Odia - 1840
"ହାଇପୋ ରେ ତୁମ୍ଭେ ତୁମ୍ଭର ଭାଇକୁ କିଛି ଟଙ୍କା କରଜ ଦଇେଥିଲ ଏବଂ ତାକୁ ବାଧ୍ଯ କରିଥିଲ ତୁମ୍ଭକୁ କିଛି ବନ୍ଧକ ଦବୋକୁ ପ୍ରମାଣ ସ୍ବରୂପ ଯାହା ଫଳ ରେ ସେ ତୁମ୍ଭକୁ ଫରେସ୍ତ କରିବ। ହାଇପୋ ରେ ତୁମ୍ଭ ଗରୀବ ଲୋକଟିର କପଡ଼ା ମଧ୍ଯ ନଇେଛ ବନ୍ଧକ ସ୍ବରୂପ କରଜ ଦଇେ। ହାଇପୋ ରେ ତୁମ୍ଭେ ଏହା ବିନାକାରଣ ରେ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହୋଇପାରେ ତୁମ୍ଭେ ତୁମ୍ଭର ଭାଇକୁ କିଛି ଟଙ୍କା କରଜ ଦେଇଥିଲ ଏବଂ ତାକୁ ବାଧ୍ୟ କରିଥିଲ ତୁମ୍ଭକୁ କିଛି ବନ୍ଧକ ଦେବାକୁ ପ୍ରମାଣ ସ୍ୱରୂପ ଯାହା ଫଳରେ ସେ ତୁମ୍ଭକୁ ଫେରସ୍ତ କରିବ। ହୋଇପାରେ ତୁମ୍ଭ ଗରିବ ଲୋକଟିର କପଡ଼ା ମଧ୍ୟ ନେଇଛ ବନ୍ଧକ ସ୍ୱରୂପ କରଜ ଦେଇ। ହୋଇପାରେ ତୁମ୍ଭେ ଏହା ବିନାକାରଣରେ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।