Job 22:9 — Compare Translations
5 translations compared side by side
Odia - 1840
"ଏହାବି ହାଇପୋ ରେ ତୁମ୍ଭେ ବିଧବାମାନଙ୍କୁ କିଛି ନ ଦଇେ ପଠାଇ ଦଇେଛ। ଆୟୁବ, ତୁମ୍ଭେ ଅନାଥମାନଙ୍କୁ ଠକିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହାବି ହୋଇପାରେ ତୁମ୍ଭେ ବିଧବାମାନଙ୍କୁ କିଛି ନ ଦେଇ ପଠାଇ ଦେଇଛ। ଆୟୁବ, ତୁମ୍ଭେ ଅନାଥମାନଙ୍କୁ ଠକିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି।