Job 23:10 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାେତେ ଜାଣନ୍ତି। ସେ ମାେତେ ପରୀକ୍ଷା କରୁଛନ୍ତି, ଶଷେର ସେ ଦେଖିବେ ମୁଁ ସୁନାପରି ଖାଣ୍ଟି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ଯେଉଁ ପଥ ଅବଲମ୍ଵନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋତେ ଜାଣନ୍ତି। ସେ ମୋତେ ପରୀକ୍ଷା କରୁଛନ୍ତି, ଶେଷରେ ସେ ଦେଖିବେ ମୁଁ ସୁନାପରି ଖାଣ୍ଟି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ଯେଉଁ ପଥ ଅବଲମ୍ବନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ଯେଉଁ ପଥ ଅବଲମ୍ବନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି।