Job 23:11 — Compare Translations
5 translations compared side by side
Odia - 1840
"ମୁଁ ସର୍ବଦା ପରମେଶ୍ବରଙ୍କ ପଥରେ ଚାଲିଛି। ମୁଁ କବେେ ତାଙ୍କୁ ଅନୁସରଣ କରିବା ବନ୍ଦ କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସର୍ବଦା ପରମେଶ୍ୱରଙ୍କ ପଥରେ ଗ୍ଭଲିଛି। ମୁଁ କେବେ ତାଙ୍କୁ ଅନୁସରଣ କରିବା ବନ୍ଦ କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ।