Job 23:12 — Compare Translations

5 translations compared side by side

Odia - 1840
"ମୁଁ ସବୁବେଳେ ପରମେଶ୍ବରଙ୍କ ଆଦେଶ ମାନିଛି। ମୁଁ ପରମେଶ୍ବରଙ୍କ ମୁଖରୁ ନିସୃତ ବାଣୀକୁ ମାରେ ପ୍ରିଯ ଖାଦ୍ୟଠାରୁ ଅଧିକ ଭଲ ପାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସବୁବେଳେ ପରମେଶ୍ୱରଙ୍କ ଆଦେଶ ମାନିଛି। ମୁଁ ପରମେଶ୍ୱରଙ୍କ ମୁଖରୁ ନିସୃତ ବାଣୀକୁ ମୋର ପ୍ରିୟ ଖାଦ୍ୟଠାରୁ ଅଧିକ ଭଲ ପାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି।