Job 23:13 — Compare Translations

5 translations compared side by side

Odia - 1840
"କିନ୍ତୁ ପରମେଶ୍ବର କବେେ ହେଲେ ବଦଳନ୍ତି ନାହିଁ। କହେି ବ୍ଯକ୍ତି ପରମେଶ୍ବରଙ୍କ ବିରୁଦ୍ଧ ରେ ଛିଡ଼ା ହାଇପୋରିବେ ନାହିଁ। ପରମେଶ୍ବର ଯାହା ଇଚ୍ଛା କରନ୍ତି ତାହା ସେ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ପରମେଶ୍ୱର କେବେହେଲେ ବଦଳନ୍ତି ନାହିଁ। କେହି ପରମେଶ୍ୱରଙ୍କ ବିରୁଦ୍ଧରେ ଛିଡ଼ା ହୋଇ ପାରିବ ନାହିଁ। ପରମେଶ୍ୱର ଯାହା ଇଚ୍ଛା କରନ୍ତି ତାହା ସେ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି।