Job 23:14 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାେ ପ୍ରତି ଯାହା କରିବାକୁ ଚାହାଁନ୍ତି ତାହା ସେ ନିଶ୍ଚଯ କରିବେ। ତାଙ୍କର ମଧ୍ଯ ମାେ ପ୍ରତି ଅନକେ କିଛି କରିବାକୁ ଯୋଜନା ଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋʼ ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋ’ ପ୍ରତି ଯାହା କରିବାକୁ ଗ୍ଭହାନ୍ତି ତାହା ସେ ନିଶ୍ଚୟ କରିବେ। ତାଙ୍କର ମଧ୍ୟ ମୋ’ ପ୍ରତି ଅନେକ କିଛି କରିବାକୁ ଯୋଜନା ଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋʼ ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋ’ ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି।