Job 23:15 — Compare Translations
5 translations compared side by side
Odia - 1840
"ସେଥିପାଇଁ ମୁଁ ପରମେଶ୍ବରଙ୍କୁ ଭୟ କରେ। ମୁଁ ଏକଥା ବୁଝିପା ରେ। ତେଣୁ ମୁଁ ପରମେଶ୍ବରଙ୍କୁ ଭୟ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି; ମୁଁ ବିବେଚନା କଲେ, ତାହାଙ୍କ ସକାଶେ ଭୀତ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ମୁଁ ପରମେଶ୍ୱରଙ୍କୁ ଭୟ କରେ। ମୁଁ ଏ କଥା ବୁଝିପାରେ। ତେଣୁ ମୁଁ ପରମେଶ୍ୱରଙ୍କୁ ଭୟ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି; ମୁଁ ବିବେଚନା କଲେ, ତାହାଙ୍କ ସକାଶେ ଭୀତ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି; ମୁଁ ବିବେଚନା କଲେ, ତାହାଙ୍କ ସକାଶେ ଭୀତ ହେଉଅଛି।