Job 23:16 — Compare Translations
5 translations compared side by side
Odia - 1840
"ପରମେଶ୍ବର ମାରେ ହୃଦଯକୁ ଦୁର୍ବଳ କରିଛନ୍ତି। ମୁଁ ସାହସ ହରାଇ ଦେଉଛି। ସର୍ବଶକ୍ତିମାନ ପରମେଶ୍ବର ମାେତେ ଭୟଭୀତ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପରମେଶ୍ଵର ମୋʼ ହୃଦୟକୁ କ୍ଷୀଣ କରିଅଛନ୍ତି ଓ ସର୍ବଶକ୍ତିମାନ ମୋତେ ବ୍ୟାକୁଳ କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋର ହୃଦୟକୁ ଦୁର୍ବଳ କରିଛନ୍ତି। ମୁଁ ସାହସ ହରାଇ ଦେଉଛି। ସର୍ବଶକ୍ତିମାନ ପରମେଶ୍ୱର ମୋତେ ଭୟଭୀତ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପରମେଶ୍ୱର ମୋʼ ହୃଦୟକୁ କ୍ଷୀଣ କରିଅଛନ୍ତି ଓ ସର୍ବଶକ୍ତିମାନ ମୋତେ ବ୍ୟାକୁଳ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
କାରଣ ପରମେଶ୍ୱର ମୋ’ ହୃଦୟକୁ କ୍ଷୀଣ କରିଅଛନ୍ତି ଓ ସର୍ବଶକ୍ତିମାନ ମୋତେ ବ୍ୟାକୁଳ କରିଅଛନ୍ତି;