Job 23:17 — Compare Translations
5 translations compared side by side
Odia - 1840
"ମାେ ଉପରେ ଘଟିୟାଇଥିବା ବିପଦସବୁ କଳାବାଦଲ ସଦୃଶ ଯାହାକି ମାେ ମୁଖ ମଣ୍ଡଳକୁ ଆଚ୍ଛାଦିତ କରିଛି। କିନ୍ତୁ ସହେି କଳା ଅନ୍ଧକାର ମାେତେ ଚୁପ୍ କରି ରଖିପାରବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି, କିଅବା ସେ ମୋʼ ମୁଖରୁ ନିବିଡ଼ ଅନ୍ଧକାର ଆଚ୍ଛନ୍ନ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଉପରେ ଘଟିଯାଇଥିବା ବିପଦସବୁ କଳାବାଦଲ ସଦୃଶ ଯାହାକି ମୋ’ ମୁଖ ମଣ୍ଡଳକୁ ଆଚ୍ଛାଦିତ କରିଛି। କିନ୍ତୁ ସେହି କଳା ଅନ୍ଧକାର ମୋତେ ଚୁପ୍ କରି ରଖିପାରବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି, କିଅବା ସେ ମୋʼ ମୁଖରୁ ନିବିଡ଼ ଅନ୍ଧକାର ଆଚ୍ଛନ୍ନ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି, କିଅବା ସେ ମୋ’ ମୁଖରୁ ନିବିଡ଼ ଅନ୍ଧକାର ଆଚ୍ଛନ୍ନ କଲେ ନାହିଁ।