Job 23:2 — Compare Translations

5 translations compared side by side

Odia - 1840
"ମୁଁ ଆଜି ବି ଅଭିଯୋଗ କରୁଛି କାରଣ ମୁଁ ଆଜିବି କଷ୍ଟ ପାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର କାତରୋକ୍ତି ଅପେକ୍ଷା ମୋହର ପୀଡ଼ା ଭାରୀ ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଆଜି ବି ଅଭିଯୋଗ କରୁଛି କାରଣ ମୁଁ ଆଜିବି କଷ୍ଟ ପାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଅଭିଯୋଗ ଅପେକ୍ଷା ମୋହର ପୀଡ଼ା ଭାରୀ।
Odia IRV 2017 (ଓଡିଆ ବାଇବେଲ)
ମୋହର ଅଭିଯୋଗ ଅପେକ୍ଷା ମୋହର ପୀଡ଼ା ଭାରୀ।