Job 23:3 — Compare Translations
5 translations compared side by side
Odia - 1840
"ମୁଁ ଇଚ୍ଛା କରେ ମୁଁ ଜାଣିଥାନ୍ତି ପରମେଶ୍ବର କେଉଁଠି ମିଳିବେ ଏବଂ ମୁଁ ଜାଣେ ତାଙ୍କ ନିକଟକୁ କିପରି ୟାଇ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ଯେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି!
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଇଚ୍ଛା କରେ ମୁଁ ଜାଣିଥା’ନ୍ତି ପରମେଶ୍ୱର କେଉଁଠି ମିଳିବେ ଏବଂ ମୁଁ ଜାଣେ ତାଙ୍କ ନିକଟକୁ କିପରି ଯାଇ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ତେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି!
Odia IRV 2017 (ଓଡିଆ ବାଇବେଲ)
ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ଯେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି!