Job 23:4 — Compare Translations
5 translations compared side by side
Odia - 1840
"ମୁଁ ମାରେ କଥା ତାଙ୍କ ଆଗ ରେ ବର୍ଣ୍ଣନା କରିବି। ମୁଁ ଯେ ନିର୍ଦ୍ ଦୋଷ ଏକଥା ତାଙ୍କ ଆଗ ରେ ୟୁକ୍ତି ବଳ ରେ ଉପସ୍ଥାପନା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି ଓ ହେତୁବାଦରେ ଆପଣା ମୁଖ ପୂର୍ଣ୍ଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର କଥା ତାଙ୍କ ଆଗରେ ବର୍ଣ୍ଣନା କରିବି। ମୁଁ ଯେ ନିର୍ଦ୍ଦୋଷ ଏ କଥା ତାଙ୍କ ଆଗରେ ଯୁକ୍ତି ବଳରେ ଉପସ୍ଥାପନା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି ଓ ଯୁକ୍ତିରେ ଆପଣା ମୁଖ ପୂର୍ଣ୍ଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି ଓ ଯୁକ୍ତିରେ ଆପଣା ମୁଖ ପୂର୍ଣ୍ଣ କରନ୍ତି।