Job 23:5 — Compare Translations

5 translations compared side by side

Odia - 1840
"ମୁଁ ଜାଣିବାକୁ ଚା ହେଁ ପରମେଶ୍ବର ମାେ ୟୁକ୍ତିର କିପରି ଉତ୍ତର ଦବେେ। ପରମେଶ୍ବରଙ୍କ ଉତ୍ତରକୁ ମୁଁ ବୁଝିବାକୁ ଚା ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି ଓ ସେ ଯାହା ମୋତେ କହନ୍ତେ, ତାହା ବୁଝନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣିବାକୁ ଗ୍ଭହେଁ ପରମେଶ୍ୱର ମୋ’ ଯୁକ୍ତିର କିପରି ଉତ୍ତର ଦେବେ। ପରମେଶ୍ୱରଙ୍କ ଉତ୍ତରକୁ ମୁଁ ବୁଝିବାକୁ ଗ୍ଭହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି ଓ ସେ ଯାହା ମୋତେ କହନ୍ତେ, ତାହା ବୁଝନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି ଓ ସେ ଯାହା ମୋତେ କହନ୍ତେ, ତାହା ବୁଝନ୍ତି।