Job 23:6 — Compare Translations

5 translations compared side by side

Odia - 1840
"ପରମେଶ୍ବର କ'ଣ ତାଙ୍କର ଶକ୍ତି ମାେ ବିରୁଦ୍ଧ ରେ ପ୍ରଯୋଗ କରିବେ? ନା ସେ ମାେ କଥା ଶୁଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କʼଣ ଆପଣା ମହାପରାକ୍ରମରେ ମୋʼ ସଙ୍ଗେ ବିରୋଧ କରିବେ? ନା; ମାତ୍ର ସେ ମୋʼ ପ୍ରତି ମନୋଯୋଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କ’ଣ ତାଙ୍କର ଶକ୍ତି ମୋ’ ବିରୁଦ୍ଧରେ ପ୍ରୟୋଗ କରିବେ? ନା, ସେ ମୋ’ କଥା ଶୁଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କʼଣ ଆପଣା ମହାପରାକ୍ରମରେ ମୋʼ ସଙ୍ଗେ ବିରୋଧ କରିବେ? ନା; ମାତ୍ର ସେ ମୋʼ ପ୍ରତି ମନୋଯୋଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେ କ’ଣ ଆପଣା ମହାପରାକ୍ରମରେ ମୋ’ ସଙ୍ଗେ ବିରୋଧ କରିବେ? ନା; ମାତ୍ର ସେ ମୋ’ ପ୍ରତି ମନୋଯୋଗ କରିବେ।