Job 23:7 — Compare Translations
5 translations compared side by side
Odia - 1840
"ମୁଁ ଜଣେ ସଚ୍ଚୋଟ ଲୋକ। ପରମେଶ୍ବର ନିଶ୍ଚିତ ମାେ କାହାଣୀ କହିବାକୁ ମାେତେ ଦବେେ। ତା'ପରେ ମାରେ ବିଚାରକର୍ତ୍ତା ମାେତେ ମୁକ୍ତି କରିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ, ତହିଁରେ ମୁଁ ଆପଣା ବିଚାରକର୍ତ୍ତାଠାରୁ ଚିରକାଳ ଉଦ୍ଧାର ପାଇବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜଣେ ସଚ୍ଚୋଟ ଲୋକ। ପରମେଶ୍ୱର ନିଶ୍ଚିତ ମୋ’ କାହାଣୀ କହିବାକୁ ମୋତେ ଦେବେ। ତା’ପରେ ମୋର ବିଗ୍ଭରକର୍ତ୍ତା ମୋତେ ମୁକ୍ତି କରିଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ, ତହିଁରେ ମୁଁ ଆପଣା ବିଚାରକର୍ତ୍ତାଠାରୁ ଚିରକାଳ ଉଦ୍ଧାର ପାଇବି।
Odia IRV 2017 (ଓଡିଆ ବାଇବେଲ)
ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ, ତହିଁରେ ମୁଁ ଆପଣା ବିଚାରକର୍ତ୍ତାଠାରୁ ଚିରକାଳ ଉଦ୍ଧାର ପାଇବି।