Job 23:8 — Compare Translations

5 translations compared side by side

Odia - 1840
"କିନ୍ତୁ ମୁଁ ଯଦି ପୂର୍ବକୁ ୟାଏ ପରମେଶ୍ବର ସଠାେରେ ନାହାଁନ୍ତି। ମୁଁ ପଶ୍ଚିମକୁ ୟାଏ ସଠାେରେ ପରମେଶ୍ବରଙ୍କୁ ଦେଖିପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୁଁ ଆଗକୁ ଯାଏ, ମାତ୍ର ସେ ସେଠାରେ ନାହାନ୍ତି ଓ ପଛକୁ ଯାଏ, ମାତ୍ର ତାହାଙ୍କୁ ଦେଖି ନ ପାରେ;
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ମୁଁ ଯଦି ପୂର୍ବକୁ ଯାଏ ପରମେଶ୍ୱର ସେଠାରେ ନାହାନ୍ତି। ମୁଁ ପଶ୍ଚିମକୁ ଯାଏ ସେଠାରେ ପରମେଶ୍ୱରଙ୍କୁ ଦେଖି ପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୁଁ ପୂର୍ବ ଆଡ଼କୁ ଯାଏ, ମାତ୍ର ସେ ସେଠାରେ ନାହାନ୍ତି ଓ ପଶ୍ଚିମ ଆଡ଼କୁ ଯାଏ, ମାତ୍ର ତାହାଙ୍କୁ ଦେଖି ପାରେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୁଁ ପୂର୍ବ ଆଡକୁ ଯାଏ, ମାତ୍ର ସେ ସେଠାରେ ନାହାନ୍ତି ଓ ପଶ୍ଚିମ ଆଡକୁ ଯାଏ, ମାତ୍ର ତାହାଙ୍କୁ ଦେଖି ପାରେ ନାହିଁ;