Job 23:9 — Compare Translations

5 translations compared side by side

Odia - 1840
"ଯେତବେେଳେ ପରମେଶ୍ବର ଉତ୍ତର ରେ କାମ କରୁଛନ୍ତି, ମୁଁ ଯଦି ସଠାେରେ ତାଙ୍କୁ ଦେଖିପାରୁ ନାହିଁ। ପରମେଶ୍ବର ଯଦି ଦକ୍ଷିଣକୁ ୟାଆନ୍ତି ମୁଁ ତଥାପି ତାଙ୍କୁ ଦେଖେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କାର୍ଯ୍ୟ କଲା ବେଳେ ବାମ ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ; ସେ ଦକ୍ଷିଣ ଦିଗରେ ଆପଣାକୁ ଗୋପନ କରନ୍ତି, ତେଣୁ ତାହାଙ୍କୁ ଦେଖି ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ପରମେଶ୍ୱର ଉତ୍ତରରେ କାମ କରୁଛନ୍ତି, ମୁଁ ଯଦି ସେଠାରେ ତାଙ୍କୁ ଦେଖି ପାରୁ ନାହିଁ। ପରମେଶ୍ୱର ଯଦି ଦକ୍ଷିଣକୁ ଯାଆନ୍ତି ମୁଁ ତଥାପି ତାଙ୍କୁ ଦେଖେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କାର୍ଯ୍ୟ କଲା ବେଳେ ଉତ୍ତର ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ; ସେ ଦକ୍ଷିଣ ଦିଗରେ ଆପଣାକୁ ଗୋପନ କରନ୍ତି, ତେଣୁ ତାହାଙ୍କୁ ଦେଖି ନ ପାରେ।
Odia IRV 2017 (ଓଡିଆ ବାଇବେଲ)
ସେ କାର୍ଯ୍ୟ କଲା ବେଳେ ଉତ୍ତର ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ; ସେ ଦକ୍ଷିଣ ଦିଗରେ ଆପଣାକୁ ଗୋପନ କରନ୍ତି, ତେଣୁ ତାହାଙ୍କୁ ଦେଖି ନ ପାରେ।