Job 24:1 — Compare Translations
5 translations compared side by side
Odia - 1840
"କାହିଁକି ସର୍ବଶକ୍ତିମାନଙ୍କଠାରୁ ସମୟ ଲୁଚି ରହନେି, କିନ୍ତୁ ଯେଉଁମାନେ ତାଙ୍କୁ ଜାଣନ୍ତି, କେତବେେଳେ ସେ ପଦକ୍ଷପେ ନବେେ ତାହା ଜାଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିହେତୁ ସର୍ବଶକ୍ତିମାନଙ୍କ ଦ୍ଵାରା ସମୟ ନିରୂପିତ ହୋଇ ନାହିଁ? ଓ ତାହାଙ୍କୁ ଜାଣିବା ଲୋକମାନେ କିହେତୁ ତାହାଙ୍କ ଦିନ ଦେଖନ୍ତି ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
“କାହିଁକି ସର୍ବଶକ୍ତିମାନଙ୍କଠାରୁ ସମୟ ଲୁଚି ରହେନି? କିନ୍ତୁ ଯେଉଁମାନେ ତାଙ୍କୁ ଜାଣନ୍ତି, କେତେବେଳେ ସେ ପଦକ୍ଷେପ ନେବେ ତାହା ଜାଣନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାହିଁକି ସର୍ବଶକ୍ତିମାନଙ୍କ ଦ୍ୱାରା ସମୟ ନିରୂପିତ ହୋଇ ନାହିଁ ଓ ତାହାଙ୍କୁ ଜାଣିବା ଲୋକମାନେ କାହିଁକି ତାହାଙ୍କ ଦିନ ଦେଖନ୍ତି ନାହିଁ?
Odia IRV 2017 (ଓଡିଆ ବାଇବେଲ)
କାହିଁକି ସର୍ବଶକ୍ତିମାନଙ୍କ ଦ୍ୱାରା ସମୟ ନିରୂପିତ ହୋଇ ନାହିଁ ଓ ତାହାଙ୍କୁ ଜାଣିବା ଲୋକମାନେ କାହିଁକି ତାହାଙ୍କ ଦିନ ଦେଖନ୍ତି ନାହିଁ?