Job 24:11 — Compare Translations

5 translations compared side by side

Odia - 1840
"ଗରିବ ଲୋକେ ତଲେ ଉତ୍ପନ୍ନ କରନ୍ତି। ସମାନେେ ଅଙ୍ଗୁର କ୍ଷେତ୍ର ରେ ଅଙ୍ଗୁର ରସ ନଇେ ମଦ୍ଯ ପ୍ରସ୍ତୁତ ରେ ସାହାୟ୍ଯ କରନ୍ତି ଅଥଚ ନିଜେ ପାନ କରିବାକୁ କିଛି ପାଆନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତି ଓ ସେମାନଙ୍କ ଦ୍ରାକ୍ଷାଯନ୍ତ୍ର ଦଳି ତୃଷିତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଗରିବ ଲୋକେ ତେଲ ଉତ୍ପନ୍ନ କରନ୍ତି। ସେମାନେ ଅଙ୍ଗୁର କ୍ଷେତ୍ରରେ ଅଙ୍ଗୁର ରସ ନେଇ ମଦ୍ୟ ପ୍ରସ୍ତୁତରେ ସାହାଯ୍ୟ କରନ୍ତି, ଅଥଚ ନିଜେ ପାନ କରିବାକୁ କିଛି ପାଆନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତି ଓ ସେମାନଙ୍କ ଦ୍ରାକ୍ଷାଯନ୍ତ୍ର ଦଳି ତୃଷିତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତି ଓ ସେମାନଙ୍କ ଦ୍ରାକ୍ଷାଯନ୍ତ୍ର ଦଳି ତୃଷିତ ହୁଅନ୍ତି।