Job 24:12 — Compare Translations

5 translations compared side by side

Odia - 1840
"ସହର ରେ ମରୁଥିବା ମନୁଷ୍ଯମାନଙ୍କ କାନ୍ଦଣା ତୁମ୍ଭେ ନିଶ୍ଚଯ ଶୁଣିପାରୁଥିବ। ସହେି ଦୁଃଖି ମନୁଷ୍ଯମାନଙ୍କର ସାହାୟ୍ଯ ପାଇଁ ଆର୍ତ୍ତ ଚିତ୍କାର, ପରମେଶ୍ବର କାନ ରେ ଶୁଣି ପାରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି, ଆହତ ଲୋକର ପ୍ରାଣ ଡାକ ପକାଏ; ତଥାପି ପରମେଶ୍ଵର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସହରରେ ମରୁଥିବା ମନୁଷ୍ୟମାନଙ୍କ କାନ୍ଦଣା ତୁମ୍ଭେ ନିଶ୍ଚୟ ଶୁଣିପାରୁଥିବ। ସେହି ଦୁଃଖୀ ମନୁଷ୍ୟମାନଙ୍କର ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର, ପରମେଶ୍ୱର କାନରେ ଶୁଣି ପାରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି, ଆହତ ଲୋକର ପ୍ରାଣ ଡାକ ପକାଏ; ତଥାପି ପରମେଶ୍ୱର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି, ଆହତ ଲୋକର ପ୍ରାଣ ଡାକ ପକାଏ; ତଥାପି ପରମେଶ୍ୱର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ।