Job 24:13 — Compare Translations

5 translations compared side by side

Odia - 1840
"କେତକେ ଲୋକ ଆଲୁଅ ବିରୁଦ୍ଧ ରେ ବିଦ୍ରୋହ ଘାଷେଣା କରନ୍ତି। ସମାନେେ ଜାଣିପାରନ୍ତି ନାହିଁ ପରମେଶ୍ବର କ'ଣ ଚାହାଁନ୍ତି? ପରମେଶ୍ବର ଚାହୁଁଥିବା ରାସ୍ତା ରେ ସମାନେେ ଚାଲନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ; ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ, ଅବା ତହିଁର ପଥରେ ରହନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“କେତେକ ଲୋକ ଆଲୁଅ ବିରୁଦ୍ଧରେ ବିଦ୍ରୋହ ଘୋଷଣା କରନ୍ତି। ସେମାନେ ଜାଣିପାରନ୍ତି ନାହିଁ ପରମେଶ୍ୱର କ’ଣ ଗ୍ଭହାନ୍ତି? ପରମେଶ୍ୱର ଗ୍ଭହୁଁଥିବା ରାସ୍ତାରେ ସେମାନେ ଗ୍ଭଲନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ; ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ, ଅବା ତହିଁର ପଥରେ ରହନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ; ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ, ଅବା ତହିଁର ପଥରେ ରହନ୍ତି ନାହିଁ।