Job 24:14 — Compare Translations

5 translations compared side by side

Odia - 1840
"ହତ୍ଯାକାରୀ ସକାଳୁ ଉଠି ଗରିବ ଅସହାୟ ଲୋକକୁ ହତ୍ଯା କରେ ଏବଂ ରାତି ରେ ସେ ଚୋର ପାଲଟିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହତ୍ୟାକାରୀ ଅରୁଣୋଦୟ ବେଳେ ଉଠି ଦରିଦ୍ର ଓ ଦୀନହୀନକୁ ବଧ କରେ ଓ ରାତ୍ରିରେ ସେ ଚୋର ପରି ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ହତ୍ୟାକାରୀ ସକାଳୁ ଉଠି ଗରିବ ଅସହାୟ ଲୋକକୁ ହତ୍ୟା କରେ ଏବଂ ରାତିରେ ସେ ଗ୍ଭେର ପାଲଟିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହତ୍ୟାକାରୀ ପ୍ରଭାତ ସମୟରେ ଉଠି ଦରିଦ୍ର ଓ ଦୀନହୀନକୁ ବଧ କରେ ଓ ରାତ୍ରିରେ ସେ ଚୋର ପରି ହୁଏ।
Odia IRV 2017 (ଓଡିଆ ବାଇବେଲ)
ହତ୍ୟାକାରୀ ପ୍ରଭାତ ସମୟରେ ଉଠି ଦରିଦ୍ର ଓ ଦୀନହୀନକୁ ବଧ କରେ ଓ ରାତ୍ରିରେ ସେ ଚୋର ପରି ହୁଏ।