Job 24:16 — Compare Translations

5 translations compared side by side

Odia - 1840
"ରାତି ହେଲେ ଦୁଷ୍ଟ ଲୋକ ଅନ୍ଧକାର ରେ ଅନ୍ୟ ଲୋକର ଘର ଭାଙ୍ଗି ପଶେ କିନ୍ତୁ ଦିନ ବେଳେ ନିଜ ଘ ରେ କବାଟ କିଳି ରହିଥାଏ, ଏବଂ ଆଲୁଅଠାରୁ ଦୂର ରେ ରୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି; ସେମାନେ ଦିନ ବେଳେ ଲୁଚି ରହନ୍ତି, ସେମାନେ ଆଲୁଅ ଜାଣନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ରାତି ହେଲେ ଦୁଷ୍ଟ ଲୋକ ଅନ୍ଧକାରରେ ଅନ୍ୟ ଲୋକର ଘର ଭାଙ୍ଗି ପଶେ କିନ୍ତୁ ଦିନ ବେଳେ ନିଜ ଘରେ କବାଟ କିଳି ଦେଇ ରହିଥାଏ, ଏବଂ ଆଲୁଅଠାରୁ ଦୂରରେ ରୁହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି; ସେମାନେ ଦିନ ବେଳେ ଲୁଚି ରହନ୍ତି, ସେମାନେ ଆଲୁଅ ଜାଣନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି; ସେମାନେ ଦିନ ବେଳେ ଲୁଚି ରହନ୍ତି, ସେମାନେ ଆଲୁଅ ଜାଣନ୍ତି ନାହିଁ।